www.samajalive.in
Sunday, December 7, 2025
26.1 C
Bhubaneswar

କଟକ ଏସସିବି ମେଡିକାଲ ଚତୁଃପାର୍ଶ୍ଵରୁ ଉଚ୍ଛେଦ ଆରମ୍ଭ, ଭଙ୍ଗାଯାଉଛି ମାଛ ମାର୍କେଟ

କଟକ: କଟକ ଏସସିବି ମେଡିକାଲର ଉନ୍ନତିକରଣ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। ମଙ୍ଗଳବାର ମେଡିକାଲ ଚତୁଃପାର୍ଶ୍ଵରୁ ଉଚ୍ଛେଦ କରାଯାଉଛି। ପ୍ରାଥମିକ ପର୍ଯ୍ୟାୟରେ ଯୋବ୍ରା ମାଛ ମାର୍କେଟର ଉଚ୍ଛେଦ ଚାଲିଛି। ପୁଲିସ ଓ ପ୍ରଶାସନ ଉପସ୍ଥିତିରେ ୬ଟି ଜେସିବି ସହାୟତାରେ ଦୋକାନଗୁଡ଼ିକୁ ଭଙ୍ଗାଯାଉଛି। ବିସ୍ଥାପିତ ହେବାକୁ ଥିବା ବ୍ୟବସାୟୀମାନଙ୍କୁ ସରକାରୀ ନିୟମ ଅନୁସାରେ ପ୍ରଶାସନ ପକ୍ଷରୁ ସହାୟତା ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories