ଯାଜପୁର: ଆସନ୍ତାକାଲି ଯାଜପୁରର ପ୍ରସିଦ୍ଧ ବ୍ୟାସ ସରୋବର ମେଳା ଓ ମହୋତ୍ସବ। ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବ୍ୟାସନଗର ପୌର ପରିଷଦ ପକ୍ଷରୁ ଆୟୋଜିତ ହେଉଥିବା ଏହି ମହୋତ୍ସବ ୧୫ରେ ଶେଷ ହେବ। ଯାଜପୁର ଜିଲ୍ଲାପାଳ ଏହାକୁ ଉଦ୍ଘାଟନ କରିବେ। ମହୋତ୍ସବର ପ୍ରତ୍ୟେକ ଦିନ ସଂଧ୍ୟାରେ ନାମିଦାମୀ କଳାକାରଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷିତ ହେବ। ଓରମାସ୍, ଏମ୍ଏସ୍ଏମ୍ଇ , ହ୍ୟାଣ୍ଡଲୁମ୍ ଓ ହ୍ୟାଣ୍ଡିକ୍ରାଫ୍ଟ ଷ୍ଟଲମାନ ଖୋଲାଯିବ ବୈଠକରେ ଆଲୋଚନା ହୋଇଥିବା ଜଣାପଡିଛି।
Popular Categories



