www.samajalive.in
Sunday, December 7, 2025
18.1 C
Bhubaneswar

ଏସସିବିରେ ପ୍ରଥମ ସ୍ବାଇନ୍ ଫ୍ଲୁ ରୋଗୀ

କଟକ: ବର୍ତ୍ତମାନ ସମୟରେ ‘କରୋନା’ ଭୂତାଣୁକୁ ନେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖିବାକୁ ମିଳୁଛି। ଏଭଳି ସ୍ଥିତିରେ ଓଡ଼ିଶାରେ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ ହୋଇଛନ୍ତି। କଟକ ଏସସିବି ମେଡିକାଲରେ ଚଳିତବର୍ଷ ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସ୍ବାଇନ୍‌ ଫ୍ଲୁ ସନ୍ଦେହରେ ୩ ଜଣ ଆକ୍ରାନ୍ତ ଏସସିବିରେ ଭର୍ତ୍ତି ହୋଇଥିଲେ। ରକ୍ତ ପରୀକ୍ଷା ପରେ ସେମାନଙ୍କ ମଧ୍ୟରୁ ଜଣକ ରିପୋର୍ଟ ପଜିଟିଭ୍‌ ଆସିଥିବା ଜଣାପଡ଼ିଛି। ଅନ୍ୟ ୨ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଆକ୍ରାନ୍ତଙ୍କ ଘର ଢେଙ୍କାନାଳ ଅଞ୍ଚଳରେ ବୋଲି ଜଣାପଡ଼ିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories