www.samajalive.in
Saturday, December 6, 2025
15.1 C
Bhubaneswar

ଫ୍ୟାକ୍ଟ୍ରିରେ ଗ୍ୟାସ୍‌ ଲିକ୍‌, ଚାଲିଗଲା ୭ ଜୀବନ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ସୀତାପୁର ଅଞ୍ଚଳରେ ଏକ ଫ୍ୟାକ୍ଟ୍ରିରେ ଗ୍ୟାସ୍‌ ଲିକ୍‌ ଯୋଗୁ ୭ ଜଣଙ୍କ ମୃତ୍ୟୁ ଘଟିଛି। ବିସୱାଁ କୋତୱାଲିର ଜଲାଲପୁର ଗାଁରେ ଏହି ଫ୍ୟାକ୍ଟ୍ରି ରହିଛି। ଗୁରୁବାର ଫ୍ୟାକ୍ଟ୍ରିରେ ଗ୍ୟାସ୍‌ ଲିକ୍‌ ହୋଇଯାଇଥିଲା। ଏହି ସମୟରେ ସେଠାରେ ଥିବା ୭ ଜଣ ଅଣନିଃଶ୍ଵାସୀ ହୋଇ ଚେତାଶୂନ୍ୟ ହୋଇପଡ଼ିଥିଲେ। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା, ୨ ଜଣ ପୁରୁଷ ଏବଂ ୪ ଶିଶୁ ରହିଛନ୍ତି। ସିଏମଓ, ଜିଲା ମାଜିଷ୍ଟ୍ରେଟ ଏବଂ ଏସପି ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିତ ତଦନ୍ତ କରିଛନ୍ତି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories