www.samajalive.in
Monday, December 8, 2025
24.1 C
Bhubaneswar

ନିର୍ଭୟା ମାମଲା; ୧୧କୁ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ: ନିର୍ଭୟା ଦୋଷୀମାନଙ୍କୁ ପୃଥକ ପୃଥକ ଫାଶୀ ନ ଦେବା ଲାଗି ଦିଲ୍ଲୀ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରାଯାଇ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନର ଶୁଣାଣି ଶୁକ୍ରବାର ହୋଇଛି। ସୁପ୍ରିମକୋର୍ଟ ୪ ଦୋଷୀଙ୍କୁ ନୋଟିସ ଜାରି କରିବା ସହିତ ଏହାର ଶୁଣାଣିକୁ ଆସନ୍ତା ୧୧ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି। ୧୧ ତାରିଖ ଅପରାହ୍ନ ୨ଟାରେ ପିଟିଶନର ପରବର୍ତ୍ତୀ ଶୁଣାଣି ହେବ।

ସୂଚନାଯୋଗ୍ୟ, ୪ ଦୋଷୀଙ୍କୁ ପୃଥକ ପୃଥକ ଭାବେ ଫାଶୀ ଦେବା ଲାଗି ଅନୁମତି ପ୍ରଦାନ କରିବାକୁ କେନ୍ଦ୍ର ସରକାର ଏବଂ ତିହାର ଜେଲ୍‌ କର୍ତ୍ତୃପକ୍ଷ ଦିଲ୍ଲୀ ହାଇକୋର୍ଟରେ ପିଟିଶନ ଦାୟର କରିଥିଲେ। ହାଇକୋର୍ଟ ଏହାର ଶୁଣାଣି କରି ପୃଥକ ଫାଶୀ ଦିଆଯାଇ ପାରିବ ନାହିଁ ବୋଲି ରାୟ ଦେଇଥିଲେ। ଏହା ସହିତ ଦୋଷୀମାନଙ୍କୁ ସମସ୍ତ ଆଇନଗତ ବିକଳ୍ପର ବ୍ୟବହାର କରିବାକୁ ୭ଦିନ ମହଲତ ଦେଇଥିଲେ। ଏହା ପରେ ତିହାର ଜେଲ କର୍ତ୍ତୃପକ୍ଷ ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ପିଟିଶନ ଦାଖଲ କରାଯାଇଛି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories