www.samajalive.in
Wednesday, December 10, 2025
14.1 C
Bhubaneswar

ବିଧାନସଭା ଷ୍ଟାଣ୍ଡିଂ କମିଟିର ସମ୍ବଲପୁର ଗସ୍ତ

ସମ୍ବଲପୁର: ବିଧାନସଭା ଷ୍ଟାଣ୍ଡିଂ କମିଟିର ୪ ଜଣିଆ ଟିମ୍ ଶୁକ୍ରବାର ସମ୍ବଲପୁର ଗସ୍ତରେ ଆସିଛନ୍ତି। ରଘୁନାଥପାଲ୍ଲୀ ବିଧାୟକ ସୁବ୍ରତ ତରାଇଙ୍କ ଅଧ୍ୟକ୍ଷତାରେ ବିଧାନସଭା ଷ୍ଟାଣ୍ଡିଂ କମିଟିର ବୈଠକ ସମ୍ବଲପୁରର ସର୍କିଟ ହାଉସରେ ଅନୁଷ୍ଠିତ ହୋଇଛି। ବୈଠକରେ ଶକ୍ତି, ରାଜସ୍ବ ଓ ଅବକାରୀ ବିଭାଗକୁ ନେଇ ସମୀକ୍ଷା କରାଯାଇଛି। ଏହି ଟିମରେ ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ସୋରୋ ବିଧାୟକ ପର୍ଶୁରାମ ଧଡ଼ା, ଧର୍ମଗଡ ବିଧାୟକ ମୌସୁଧି ବାଗ ପ୍ରମୁଖ ସାମିଲ ଥିଲେ। ଆରଡିସି, ଜିଲାପାଳ, ଏସପି, ରେଙ୍ଗାଲି ବିଧାୟକ ନାଉରି ନାୟକ ଓ ବିଭିନ୍ନ ଅଧିକାରୀ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories