www.samajalive.in
Saturday, December 13, 2025
23.1 C
Bhubaneswar

ସଞ୍ଜୀବ ପାଣିଗ୍ରାହୀ ଓଡ଼ିଶା ହାଇକୋର୍ଟ ବିଚାରପତି

କଟକ : ସୁପ୍ରମିକୋର୍ଟର ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଜଜ୍‌ ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁପ୍ରମିକୋର୍ଟରେ ଓଡ଼ିଶା ସରକାରଙ୍କ ମାମଲା ପରିଚାଳନା କରୁଥିବା ଶ୍ରୀ ପାଣିଗ୍ରାହୀଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୫ରେ ପହଞ୍ଚିବ।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories