www.samajalive.in
Thursday, December 11, 2025
13.1 C
Bhubaneswar

ଅକଲାଣ୍ଡ : ଟସ ଜିତି ଭାରତର ବୋଲିଂ ନିଷ୍ପତ୍ତି

ଅକଲାଣ୍ଡ : ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶନିବାର ଅକଲାଣ୍ଡର ଇଡେନ ପାର୍କରେ ଦ୍ୱିତୀୟ ଦିନିକିଆ ଆରମ୍ଭ ହୋଇଯାଇଛି। ଭାରତ ଏହି ମ୍ୟାଚ ଜିତି ସିରିଜକୁ ଫେରିବା ଲକ୍ଷରେ ରହିଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଘରୋଇ ନ୍ୟୁଜିଲାଣ୍ଡ ଦଳ ବ୍ୟାଟିଂ ଆରମ୍ଭ କରିଛି ।

ସୂଚନା ଅନୁଯାୟୀ,  ୪୦  ଓଭରର ଖେଳ ଶେଷ ସୁଦ୍ଧା ନ୍ୟୁଜିଲାଣ୍ଡ ୭ ୱିକେଟ ହରାଇ ୧୮୯ ରନ ସଂଗ୍ରହ କରିଛି। ସର୍ଦୁଲ ଠାକୁର ଓ ଚହଲ ୨ଟି ଓ  ନବଦୀପ ସାଇନି ଗୋଟିଏ ଲେଖାଏଁ ୱିକେଟ ନେବାରେ ସଫଳ ହୋଇଛନ୍ତି। ମାର୍ଟିନ ଗୁପତିଲ (୭୯), ଟମ ବ୍ଲଣ୍ଡେଲ (୨୨), ହେନେରୀ ନିକୋଲ୍ସ (୪୧), ଟମ ଲାଥମ ( ୭୦), ଜିମ୍ମୀ ନୀଶମ ( ୩), କଲିନ ଡି ଗ୍ରାଣ୍ଡ ହୋମ ( ୫) ଓ ମାର୍କ ଚାପମ୍ୟାନ ( ୧ ) ରନ କରି ଆଉଟ ହୋଇଥିବାବେଳେ ରସ ଟେଲର ଓ ଟିମ ସାଉଦିଙ୍କ ବ୍ୟାଟିଂ ଜାରି ରହିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories