www.samajalive.in
Saturday, December 13, 2025
26.1 C
Bhubaneswar

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ଶନିବାର ଶକାଳ ୬ଟାରୁ ଆରମ୍ଭ ହେଇଯାଇଛି। ଏହି ବିଧାନସଭା ନିର୍ବାଚନରେ ୭୦ ଆସନରେ ୬୭୨ ପ୍ରର୍ଥୀ ଲଢୁଛନ୍ତି। ମୁଖ୍ୟଦଳ ଭାବେ ଆପ, ବିଜେପି ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଦିଲ୍ଲୀର ୧କୋଟି ୪୭ ଲକ୍ଷ ୮୬ ହଜାର ୩୮୨ ଜଣ ଭୋଟର ସମସ୍ତ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବ। ଶାନ୍ତି ଶୃଙ୍ଖଳାର ସହ ମତଦାନ ପାଇଁ ୭୫ ହଜାର ସୁରକ୍ଷାକର୍ମୀ ମୁତୟନ ହୋଇଥିବାବେଳେ ୨ହଜାର ୬୮୯ ବୁଥରୁ ୫୪୫ ସମ୍ବେଦନଶୀଳ ବୁଥ ହୋଇଥିବାରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏହି ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବବୋଲି ଜଣାପଡ଼ାଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories