ପୁରୀ : ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ହୋଇଥାଏ। ଏହାପାଇଁ ଶ୍ରୀମନ୍ଦିରରେ ପ୍ରସ୍ତୁତି ପ୍ରର୍ବ ଆରମ୍ଭ ହୋଇଯାଇଛି। ଦ୍ୱିପ୍ରହର ଧୂପ ସରିବା ପରେ ପୁଷ୍ପାଳକ ସେବକମାନେ ଦାରୁବିଗ୍ରହଙ୍କୁ ଏହି ବେଶ କରାଯିବ। ପରେ ମହାପ୍ରଭୁଙ୍କ ସନ୍ଧ୍ୟା ଆଳତି ଏବଂ ସନ୍ଧ୍ୟାଧୂପ ନୀତି ହେବ। ଶେଷରେ ବେଶ ଓଲାଗି ହୋଇ ଅନ୍ୟାନ୍ୟ ନୀତି କରାଯିବ।
Popular Categories



