www.samajalive.in
Wednesday, December 10, 2025
16.1 C
Bhubaneswar

ଚରିତ୍ରକୁ ସନ୍ଦେହ କରି ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟିପିଟି ମାରିଲା ସ୍ୱାମୀ

ନୀଳଗିରି : ବାଲେଶ୍ଵର ଜିଲା ନୀଳଗିରି ବ୍ଲକର ମାଟିଆଳି ପଞ୍ଚାୟତର ଗୋବିନ୍ଦପୁରା ଗ୍ରାମରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି।  ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ୱାମୀ ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟିପିଟି ମାରିଦେଇଥିବା ଜଣାପଡିଛି। ମୃତକ ହେଲେ ରବିନ୍ଦ୍ର ସିଂଙ୍କ ସ୍ତ୍ରୀ ସୋମବାରୀ ସିଂ। ଖବରପାଇ ବରମପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।। ବରହମପୁର ପୁଲିସ ଅଭିଯୁକ୍ତକୁ ଅଟକ ରଖିଥିବା ସୂଚନା ମିଳିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories