www.samajalive.in
Tuesday, December 9, 2025
16.1 C
Bhubaneswar

କରୋନା ମୃତ୍ୟୁ ସଂଖ୍ୟା ୧୦୧୬ ଛୁଇଁଲା, ୪୨୬୦୦ ଆକ୍ରାନ୍ତ

ବେଜିଂ: ଚୀନରେ କରୋନା ଭୂତାଣୁର ଆତଙ୍କ ଜାରି ରହିଛି। ପ୍ରତିଦିନ ୨ରୁ ୩ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ମୃତ୍ୟୁ ସଂଖ୍ୟା ବି ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳ ସୁଦ୍ଧା ଚୀନରେ କରୋନା ଯୋଗୁ ମୃତକଙ୍କ ସଂଖ୍ୟା ୧୦୧୬ରେ ପହଞ୍ଚିଛି। ଏହା ସହିତ ଗତ ୨୪ ଘଣ୍ଟା ମଧ୍ୟରେ ୪ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୬୦୦ରେ ପହଞ୍ଚିଛି।

ଗତ ରବିବାର ଦିନ ଚୀନରେ ୯୭ ଜଣ ପ୍ରାଣ ହରାଇଥିଲେ। ବିଗତ ଦିନ ମଧ୍ୟରେ କୌଣସି ଏକ ଦିନରେ ଏହା ସର୍ବାଧିକ ମୃତ୍ୟୁ ସଂଖ୍ୟା। ଅନ୍ୟପଟେ ୨୯୬ ଆକ୍ରାନ୍ତଙ୍କ ଅବସ୍ଥା ଅତ୍ୟନ୍ତ ଗମ୍ଭୀର ରହିଛି। ୩୨୮୧ ଜଣ ଚିକିତ୍ସା ପରେ ଘରକୁ ଫେରିଛନ୍ତି। ବିଶ୍ଵର ୨୭ ଦେଶକୁ ଏହି ଭୂତାଣୁ ବ୍ୟାପିଛି। ଚୀନ ରାଷ୍ଟ୍ରପତି ଶି ଜିନପିଙ୍ଗ୍‌ ମାସ୍କ ପିନ୍ଧି ହସ୍ପିଟାଲରେ ସ୍ଥିତି ଅନୁଧ୍ୟାନ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories