www.samajalive.in
Monday, December 8, 2025
27.1 C
Bhubaneswar

ଏହି ଟିପ୍ସ ୧୦ ମିନିଟରେ ଓଠର ଶୁଷ୍କପଣ ଦୂର ସହ ଓଠକୁ କରିଥାଏ ଗୋଲାପି

ଥଣ୍ଡା ସମୟରେ ହେଉ ଅଥବା ଅନେକ ସମୟରେ ବହୁ ଲୋକଙ୍କ ଓଠ ଶୁଷ୍କ ହୋଇଥାଏ। ଏହାସହ ଓଠରେ ଏକ କଳା ରଙ୍ଗର ଆସ୍ତରଣ ରହିବା ଭଳି ମଧ୍ୟ ଅନୁଭବ ହୋଇଥାଏ। ଆପଣ ଯଦି ଏହି ସମସ୍ୟା ପାଇଁ ଚିନ୍ତିତ ତେବେ ଆପଣାନ୍ତୁ ଏଭଳି କିଛି ଉପାୟ ଯାହା ଏହି ସମ୍ୟାକୁ ୧୦ ମିନିଟରେ ଦୂର କରିବା ସହ ଓଠକୁ ଗୋଲାପି ରଙ୍ଗର ମଧ୍ୟ କରିଥାଏ…….
– ଅଧ ଚାମଚ କଫି ଗୁଣ୍ଡରେ ଅଳ୍ପ କିଛି ସର ମିଶାଇ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହି ପେଷ୍ଟକୁ ଓଠରେ ଲଗାଇ ୨ ରୁ ୩ ମିନିଟ ରଖନ୍ତୁ। ଏହାପରେ ହାତ ଆଙ୍ଗୁଠି ଟିପରେ ଧିରେ ଧିରେ ଏହାକୁ କାଢି ଦିଅନ୍ତୁ।
– ଏହାପରେ ମୁହଁ ଓ ଓଠକୁ ସାଧାରଣ ପାଣିରେ ଧୋଇ ଦିଅନ୍ତୁ। ପରେ ଓଠରେ ଆପଣ ନିୟମିତ ବ୍ୟବହାର କରୁଥିବା ଲିପବାମ୍‍ ଲଗାନ୍ତୁ। ଏଭଳି କରିବା ଦ୍ୱାରା ୫ ରୁ ୭ ମିନିଟ ମଧ୍ୟରେ ଶୁଷ୍କପଣ ଦୂର ସହ ଓଠର ରଙ୍ଗକୁ ଗୋଲାପି କରିଥାଏ।ସପ୍ତାହକୁ ୩ ରୁ ୪ଥର ଏହି ଉପାୟ କରନ୍ତୁ। 

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories