www.samajalive.in
Friday, December 5, 2025
27.1 C
Bhubaneswar

ସ୍ତ୍ରୀକୁ ଟାଙ୍ଗିଆରେ ହାଣି ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ

ରାୟଗଡ଼ା : ରାୟଗଡ଼ା ଜିଲା ସଦର ଥାନା ଅନ୍ତର୍ଗନ୍ତ କଟିଂଗୁଡ଼ା ଗାଁରେ ଏକ ଅଭାବନୀୟ ଘଟଣା ଘଟିଥିବା ବୁଧବାର ଜଣାପଡ଼ିଛି। ଜଣେ ବ୍ୟକ୍ତି ନିଜ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ବେକ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ରାୟଗଡ଼ା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଅଭିଯୁକ୍ତ ସ୍ୱାମୀଙ୍କୁ ଥାନାରେ ଅଟକ ରଖାଯାଇଥିବା ନେଇ ସୂଚନା ମିଳିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories