www.samajalive.in
Sunday, December 7, 2025
16.1 C
Bhubaneswar

ଆତ୍ମସମର୍ପଣ କଲା ମାଓବାଦୀ କମାଣ୍ଡର ଜିପ୍ରୋ ହବିକା

ମାଲକାନଗିରି: ମାଓବାଦୀ କମାଣ୍ଡର ଜିପ୍ରୋ ହବିକା ବୁଧବାର ମାଲକାନଗିରି ପୁଲିସ ନିକଟରେ ଆତ୍ମସମର୍ପଣ କରିଛି। ଜିପ୍ରୋର ଘର କୋରାପୁଟ ଜିଲା ଖଜାଗୁଡ଼ା ଗାଁରେ। ସେ ୨୦୧୨ରେ ସିପିଆଇ(ମାଓବାଦୀ ସଙ୍ଗଠନ)ରେ ଯୋଗ ଦେଇଥିଲା। ଗୁମା ଏରିଆ କମାଣ୍ଡର ଭାବେ ଜିପ୍ରୋ କାର୍ଯ୍ୟ କରୁଥିଲା। ଅନେକ ମାଓବାଦୀ କାର୍ଯ୍ୟକଳାପରେ ଲିପ୍ତ ରହିବା ପରେ ଶେଷରେ ସଙ୍ଗଠନର କାର୍ଯ୍ୟକଳାପରେ ଅତିଷ୍ଠ ହୋଇପଡ଼ିଥିଲା। ଫଳରେ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ଆଜି ସେ ମାଲକାନଗିରି ଏସ୍‍ପିଙ୍କ ନିକଟରେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories