www.samajalive.in
Saturday, December 13, 2025
27.1 C
Bhubaneswar

ଯୋଗୀ ଆଦିତ୍ୟନାଥଙ୍କ ପିତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ, ଏମ୍ସରେ ଭର୍ତ୍ତି

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପିତା ଆନନ୍ଦ ବିଷ୍ଠଙ୍କ ସ୍ବାସ୍ଥ୍ୟାବସ୍ଥା ପୁଣି ଥରେ ବିଗିଡି ଯାଇଛି। ତାଙ୍କୁ ଋଷିକେଶସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଲିଭର ବା ଯକୃତରେ ସମସ୍ୟା ଥିବା ଜଣାପଡିଛି। ଏମ୍ସର ମୁଖ୍ୟ ଚିକିତ୍ସା ଅଧିକାରୀ ଡ.ମୁକେଶ ତ୍ରିପାଠୀଙ୍କ ନିରୀକ୍ଷଣରେ ସେ ରହିଛନ୍ତି। ତାଙ୍କ ସ୍ବାସ୍ଥ୍ୟରେ ଏବେ ସୁଧାର ଆସିଛି ବୋଲି ଡାକ୍ତର କହିଛନ୍ତି।

ଏହା ପୂର୍ବରୁ ମଧ୍ୟ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଥିଲ।। ଗତ ମାର୍ଚ୍ଚରେ ଡେରାଡୁନର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା।

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories