www.samajalive.in
Friday, December 5, 2025
27.1 C
Bhubaneswar

କରୋନା: ଗୋଟିଏ ଦିନରେ ୨୪୨ ମୃତ, ନୂଆ ୧୫ ହଜାର ଆକ୍ରାନ୍ତ ଚିହ୍ନଟ

ବେଜିଂ: ‘କରୋନା’ ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ନେଉଛି। ବିଶେଷ କରି ଚୀନରେ ଏହା ପୂର୍ବ ତୁଳନାରେ ଅଧିକ ପ୍ରାଣଘାତୀ ସାଜୁଛି। ଫଳସ୍ବରୂପ ‘କରୋନା’ ଯୋଗୁ ଗୋଟିଏ ଦିନରେ ୨୪୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ ହଜାରରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ଗୁରୁବାର ସୁଦ୍ଧା ଚୀନରେ କରୋନା ମୃତ୍ୟୁ ସଂଖ୍ୟା ୧୩୬୧ରେ ପହଞ୍ଚିଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ଛୁଇଁଛି ବୋଲି ଚୀନର ଜାତୀୟ ସ୍ବାସ୍ଥ୍ୟ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଚୀନର ହୁୱେଇ ପ୍ରଦେଶରେ ୨୪୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ନୂଆ ୧୫ ହଜାର ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଛି। ସୂଚନାଯୋଗ୍ୟ, କରୋନାକୁ ବିଶ୍ଵ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ) ବିଶ୍ଵ ସଙ୍କଟ ବୋଲି ଘୋଷଣା କରିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories