www.samajalive.in
Sunday, December 7, 2025
26.1 C
Bhubaneswar

ଗଞ୍ଜାମ ବସ୍‌ ଟ୍ରାଜେଡି: ଶକ୍ତି ବିଭାଗକୁ ଦାୟୀ କଲେ ପରିବହନ ମନ୍ତ୍ରୀ

ଭୁବନେଶ୍ଵର: ଗତ ଫେବୃୟାରୀ ୨ ତାରିଖରେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଟୁଲୁ ରାସ୍ତାରେ ୧୧ କେଭି ବିଦ୍ୟୁତ ତାର ଲାଗି ବସ୍‌ ଜଳିଯିବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପାଇଁ ଶକ୍ତି ବିଭାଗକୁ ଦାୟୀ କରିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ଘଟଣାସ୍ଥଳକୁ ଦେଖିଲେ ଏହି ଘଟଣା ପାଇଁ ଶକ୍ତି ବିଭାଗ ଦାୟୀ ବୋଲି ମନ୍ତ୍ରୀ କହିଛନ୍ତି। ଘଟଣାର ତଦନ୍ତ ଚାଲିଛି। ରିପୋର୍ଟ ମିଳିବା ପରେ ପ୍ରକୃତ ଦୋଷୀ କିଏ ତାହା ଜଣାପଡ଼ିବ ବୋଲି ମନ୍ତ୍ରୀ ବେହେରା ଗଣମାଧ୍ୟମକୁ କହିଛନ୍ତି।

ସୂଚନାଯୋଗ୍ୟ, ଗତ ୨ ତାରିଖରେ ଟୁଲୁ ରାସ୍ତାରେ ବିଦ୍ୟୁତ ତାର ଲାଗି ଏକ ବସ୍‌ ଜଳି ଯାଇଥିଲା। ବସରେ ପ୍ରାୟ ୫୦ ଜଣ ଥିଲେ। ସେମାନେ ଏକ ନିର୍ବନ୍ଧ ଉତ୍ସବରେ ଯାଉଥିବାବେଳେ ଏହି ଅଘଟଣ ଘଟିଥିଲା। ଏଥିରେ ଅନ୍ୟ ୩୫ ଜଣ ଆହତ ହୋଇଥିଲେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories