www.samajalive.in
Wednesday, December 10, 2025
26.1 C
Bhubaneswar

ଆରମ୍ଭ ହେଲା ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା

ଭୁବନେଶ୍‍ବର : ଆଜି ଠାରୁ ସିବିଏସଇ ( ମାଧ୍ୟମିକ ଶିକ୍ଷା ବୋର୍ଡ଼) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଛି। ଚଳିତ ବର୍ଷ ୧୮ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବା ବେଳେ ପ୍ରାୟ ୧୨ ଲକ୍ଷରୁ ଅଧିକ ଦ୍ୱାଦଶ ଶ୍ରେଣୀରେ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଫେବୃଆରୀ ୧୫ ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ୫ ହଜାର ୩୭୬ଟି ସେଣ୍ଟର ହୋଇଥିବା ବେଳେ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ୪ ହଜାର ୯୮୩ ପରୀକ୍ଷା କେନ୍ଦ୍ର ହୋଇଛି। ପ୍ରତ୍ୟେକ ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନପ୍ରତ୍ର ପଢିବା ପାଇଁ ୧୫ ମିନିଟ ସମୟ ଦିଆଯିବା ପାଇଁ ସ୍ଥିରୀକୃତ ହୋଇଥିବା ନେଇ ସୂଚନା ମିଳିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories