କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ତରପଦା ଗାଁରେ ଶନିବାର ଏକ ଅଘଟଣ ଘଟିଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଡ଼ମ୍ଫର ଚାଳକ ମୃତ୍ୟୁ ହୋଇଛି। ଡ଼ମ୍ଫରରୁ ମାଲ ଖାଲି କରୁଥିବା ସମୟରେ ୧୧ କେଭି ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି।
Popular Categories



