www.samajalive.in
Tuesday, December 9, 2025
16.1 C
Bhubaneswar

କର୍ଣ୍ଣାଟକରେ ସଡ଼କ ଦୁର୍ଘଟଣା : ୯ ମୃତ, ୧୫ ଆହତ

ବେଙ୍ଗାଲୁରୁ : କର୍ଣ୍ଣାଟକର ଉଡ଼ୁପି ଜିଲ୍ଲା ଅନ୍ତର୍ଗତ କରକଲାର ମୁଲନୁର ଘାଟି ନିକଟରେ ଏକ ବେସରକାରୀ ବସ୍‍ ଶନିବାର ରାତିରେ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୯ଜଣ ଲୋକଙ୍କର ମୃତ୍ୟୁ ଘଟିବା ସହ ଅଧିକାଂଶ ଲୋକ ଆହତ ହୋଇଛନ୍ତି। ତେବେ ୧୫ ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି।

ପୁଲିସର ସୂଚନା ଅନୁଯାୟୀ ୩୫ ଜଣ ଯାତ୍ରୀଙ୍କୁ ନେଇ ବସ୍‍ଟି ମାଙ୍ଗାଲୁରରୁ ମହୀଶୂର ଯାଉଥିଲା। ବସ୍‍ଟି ମୁଲନୁରର ଚିକ୍କାମାଗାଲୁର ଘାଟି ନିକଟରେ ପହଞ୍ଚିବା ସମୟରେ ଡ୍ରାଇଭର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ବଡ଼ ପଥରଖଣ୍ଡ ଦେହରେ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ୭ ଜଣଙ୍କର ପ୍ରାଣହାନୀ ଘଟିଥିବା ବେଳେ ହସ୍ପିଟାଲ ଯିବା ବାଟରେ ଅନ୍ୟ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories