www.samajalive.in
Friday, December 12, 2025
15.1 C
Bhubaneswar

କାଏମ ରହିଲା ଦିଲ୍ଲୀ ହାଇକୋର୍ଟଙ୍କ ରାୟ : ସ୍ଥଳସେନାରେ ମହିଳାଙ୍କ ପାଇଁ ସ୍ଥାୟୀ କମିଶନ

ନୂଆଦିଲ୍ଲୀ  : ସ୍ଥଳସେନାରେ ମହିଳାଙ୍କ ପାଇଁ ସ୍ଥାୟୀ କମିଶନ ରହିବା ମାମଲରେ ସୋମବାର ସୁପ୍ରିମକୋର୍ଟ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ଗୁରୁତ୍ବ ପୂର୍ଣ୍ଣ ରାୟକୁ ସୁପ୍ରିମକୋର୍ଟ କଏମ ରଖିଛନ୍ତି। ସେନାରେ ମହିଳାଙ୍କ ପାଇଁ ସ୍ଥାୟୀ କମିଶନ ହେବା ନେଇ ସୁପ୍ରମକୋର୍ଟ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେନାରେ ଉଭୟ ପୁରୁଷ ଓ ମହିଲାଙ୍କ ସମାନ ଅଧିକାର ରହିଛି। ସେନାରେ ସବୁବେଳେ ସମାନତା ରହିବା ଜରୁରୀ। କେନ୍ଦ୍ର ସରକାରଙ୍କ ଆବେଦନ ଗ୍ରହଣୀୟ ନୁହେଁ। କେନ୍ଦ୍ର ସରକାରଙ୍କ ମାନସିକତାରେ ପରିବର୍ତ୍ତନ ଆବଶ୍ୟକ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories