www.samajalive.in
Sunday, December 14, 2025
26.1 C
Bhubaneswar

ଆସନ୍ତାକାଲିଠାରୁ ମାଟ୍ରିକ୍ ପରୀକ୍ଷା : ଛାତ୍ରଙ୍କୁ ମିଳିନି ଆଡମିଟ୍ କାର୍ଡ

କେନ୍ଦ୍ରାପଡ଼ା : ଆସନ୍ତାକାଲିଠାରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା। ଚଳିତବର୍ଷର ମାଟ୍ରିକ୍‍ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରାୟ ସମସ୍ତ ଛାତ୍ରଛାତ୍ରୀଙ୍କୁ ପରୀକ୍ଷାରେ ପ୍ରବେଶ ପାଇଁ ଆର୍ଡମିଟକାର୍ଡ ମିଳିସାରିଥିବା ବେଳେ ଜଣେ ଛାତ୍ରଙ୍କୁ ଏପର୍ଯ୍ୟନ୍ତ ଆଡ଼ମିଟକାର୍ଡ ମିଳିନଥିବା ଜଣାପଡିଛି।
ଏହି ଛାତ୍ର ଜଣଙ୍କ ହେଉଛନ୍ତି କେନ୍ଦ୍ରାପଡା ରାଧାଗୋବିନ୍ଦ ନୋଡାଲ ବିଦ୍ୟାପୀଠର ଛାତ୍ର ମଣ୍ଟୁ ମଲ୍ଲିକ। ମଣ୍ଟୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ଆଡମିଟକାର୍ଡ ପାଇନଥିବା ଅଭିଯୋଗ କରିଛନ୍ତି। ତେଣୁ ପରୀକ୍ଷା ଦେବାରୁ ସେ ବଞ୍ଚିତ ହେବେ ବୋଲି ଆଶଙ୍କା କରୁଛନ୍ତି। କେନ୍ଦ୍ରାପଡାରେ ସ୍କୁଲ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁଁ ଏଭଳି ହୋଇଥିବା ସୂଚନା ମିଳିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories