www.samajalive.in
Saturday, December 6, 2025
23.1 C
Bhubaneswar

ରେଳ ଭିତ୍ତିଭୂମିକୁ ୪୦୦ ଓ ଏୟାରଷ୍ଟ୍ରିପ ପାଇଁ ୧୦୦ କୋଟି

ଭୁବନେଶ୍ଵର: ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ ଲାଗି ରାଜ୍ୟ ସରକାର ୨୦୨୦-୨୧ ବଜେଟରେ ବ୍ୟୟବରାଦ କରିଛନ୍ତି। ରେଳପଥ ନିର୍ମାଣ ସାଙ୍ଗକୁ ଅନ୍ୟାନ୍ୟ ଆନୁସଙ୍ଗିକ ବିକାଶମୂଳକ କାର୍ଯ୍ୟ ଲାଗି ସରକାର ୪୦୦ କୋଟି ଟଙ୍କା ବ୍ୟବସ୍ଥା କରିଛନ୍ତି। ଏ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ସନ୍ଧ୍ୟାରେ ବିଧାନସଭାରେ ବଜେଟ ଉପସ୍ଥାପନ କରିବା ସମୟରେ ସୂଚନା ଦେଇଛନ୍ତି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ଏୟାରଷ୍ଟ୍ରିପର ନିର୍ମାଣ ଲାଗି ବଜେଟରେ ୧୦୦ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories