www.samajalive.in
Saturday, December 13, 2025
26.1 C
Bhubaneswar

ହାଇୱା ଦୁର୍ଘଟଣାରେ ୨ ମୃତ

କେନ୍ଦ୍ରାପଡ଼ା: ହାଇୱା ମାଡ଼ି ଯିବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ମାର୍ଶାଘାଇ ଥାନା ଅନ୍ତର୍ଗତ କ୍ରସିଂ ନିକଟରେ। ଗୁରୁବାର ସକାଳେ ହାଇୱା ଗାଡ଼ିଟି ଭାରସାମ୍ୟ ହରାଇ ଯାତ୍ରୀ ବିଶ୍ରାମଗାରକୁ ଧକ୍କା ଦେଇ ଏକ ଦୋକାନ ଉପରକୁ ମାଡ଼ିଯାଇଥିଲା। ଦୋକାନରେ ଶୋଇଥିବା ଜଣେ ବ୍ୟକ୍ତିଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଦୋକାନୀଙ୍କ ନାମ ବାଳକୃଷ୍ଣ ଜେନା ବୋଲି ଜଣା ପଡ଼ିଛି। ପରେ ଡ଼୍ରାଇଭରଙ୍କର ମୃତ୍ୟୁ ହୋଇଥିଲା।
ଡ୍ରାଇଭରର ଅସାବଧାନତା ଯୋଗୁ ଏହି ଦୁର୍ଘଟଣା ଘଟିଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories