www.samajalive.in
Monday, December 8, 2025
17.1 C
Bhubaneswar

ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା ଶରତ ଥାନା ଅନ୍ତର୍ଗତ ରୁଗୁଡ଼ି ଗାଁରେ ଏକ ଘର ଭିତରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ଘରୋଇ କଳିରୁ ଗତ ସୋମବାର ଉକ୍ତ ମହିଳାଙ୍କ ସ୍ୱାମୀ ତାଙ୍କୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ଶ୍ୱଶୁର, ଶାଶୁଙ୍କୁ ପୁଲିସ ଅଟକ ରଖି ପଚରାଉଚରା ଜାରି ରଖିବା ସହ ତଦନ୍ତ ଆରମ୍ଭ କରିଛି। ମହିଳାଙ୍କ ସ୍ୱାମୀ ଫେରାର ଥିବା ନେଇ ସୂଚନା ମିଳିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories