ଡେଙ୍ଗୁରେ ଜଣେ ମହିଳାଙ୍କ ମୃତ୍ୟୁ

0

ଭୁବନେଶ୍ବର: ଡେଙ୍ଗୁରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ଯା ମଧ୍ୟ ଡେଙ୍ଗୁରେ ଆକ୍ରାନ୍ତ ହୋଇ ସେଠାରେ ଚିକିତ୍ସାଧୀନ ଥିବା ଜଣାପଡିଛି ।

ସୂଚନାଯୋଗ୍ୟ, ଡେଙ୍ଗୁରେ ଆକ୍ରାନ୍ତ ହୋଇ ଦୁଇ ଯା କିଛି ଦିନ ତଳେ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଆଜି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଚିକିତ୍ସିତ ହେଉଛନ୍ତି ।

Leave A Reply