www.samajalive.in
Saturday, December 6, 2025
15.1 C
Bhubaneswar

ପରୀକ୍ଷା ଆରମ୍ଭ ଦିନରୁ ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍ !

ଧର୍ମଗଡ଼: ବୋର୍ଡ଼ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ସତ୍ତ୍ବେ ଚଳିତ ବର୍ଷ ମଧ୍ୟ ମାଟ୍ରିକ୍ ପଶ୍ନପତ୍ର ଲିକ୍‌କୁ ରୋକା ଯାଇପାରିନାହିଁ। ପରୀକ୍ଷାର ଆରମ୍ଭ ଦିନରେ ହିଁ ମାତୃଭାଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଘଟଣା ସାମ୍ନାକୁ ଆସିଛି। କଳାହାଣ୍ଡି ଜିଲା ଧର୍ମଗଡ଼ ଅଞ୍ଚଳରେ ଏହି ପ୍ରଶ୍ନପତ୍ର ଭାଇରାଲ୍ ହୋଇଥିବା ଜଣାପଡ଼ିଛି। ମୋବାଇଲରୁ ମୋବାଇଲକୁ ପ୍ରଶ୍ନପତ୍ର ଘୂରି ବୁଲୁଛି।

ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି, ପ୍ରଶ୍ନପତ୍ର ଭାଇରାଲ ନେଇ କୌଣସି ସଠିକ୍ ଖବର ମିଳିନାହିଁ। ଭାଇରାଲ ହୋଇଥିଲେ ତଦନ୍ତ କରାଯିବ ଏବଂ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

- Advertisement -

ଅନ୍ୟପକ୍ଷରେ ବୋର୍ଡ଼ର ଶତଚେଷ୍ଟା ସତ୍ତ୍ବେ ବାରମ୍ବାର ଏପରି ପ୍ରଶ୍ନପତ୍ର ଭାଇରାଲ୍‌ ହେବା ଘଟଣା ଏବେ ଚିନ୍ତାର ବିଷୟ ପାଲଟିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories