www.samajalive.in
Saturday, December 6, 2025
16.1 C
Bhubaneswar

ଉଚ୍ଛେଦକୁ ବିରୋଧ କରି ସାଲିଆ ସାହିରେ ଉତ୍ତେଜନା: ବସ୍ତି ବାସିନ୍ଦା-ପୁଲିସ ମୁହାଁମୁହିଁ

ଭୁବନେଶ୍ୱର: ରାସ୍ତା ନିର୍ମାଣ ପାଇଁ ଉଚ୍ଛେଦକୁ ନେଇ ଭୁବନେଶ୍ବର ସାଲିଆ ସାହିରେ ବୁଧବାର ପ୍ରବଳ ଉତ୍ତେଜନା ଦେଖାଦେଇଛି। ଏପରିକି ପୁଲିସ ଓ ବସ୍ତି ବାସିନ୍ଦାଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଘଟଣାସ୍ଥଳରେ ୧୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ବିଡିଏ, ବିଏମସି ଅଧିକାରୀମାନେ ମଧ୍ୟ ଘଟଣା ସ୍ଥଳରେ ଉପସ୍ଥିତ ରହିଛନ୍ତି।
ସୂଚନା ଅନୁସାରେ, ସିଆରପି ଛକରୁ ଇନଫୋସିସ୍ ଭାୟା ସାଲିଆସାହି ଦେଇ ୨୦୦ ଫୁଟ୍ ରାସ୍ତା ନିର୍ମାଣ ପାଇଁ ସରକାରଙ୍କ ଯୋଜନା ରହିଥିବା ବେଳେ ଏହାକୁ ବିରୋଧ କରିଛନ୍ତି ସାଲିଆ ସାହିରେ ରହୁଥିବା ବସ୍ତି ବାସିନ୍ଦା। ଉଚ୍ଛେଦକୁ ବିରୋଧ କରିବା ସହ ସେମାନେ ରହୁଥିବା ସ୍ଥାନରେ ତାଙ୍କୁ ସ୍ଥାୟୀ ପଟ୍ଟା ଦିଆଯାଉ ବୋଲି ଦାବି କରି ଆଜି ସେମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories