www.samajalive.in
Saturday, December 6, 2025
14.1 C
Bhubaneswar

ଆଖି ବୁଜିଲେ ବିଜେଡ଼ି ନେତ୍ରୀ ମୀନାକ୍ଷୀ

ଭୁବନେଶ୍ୱର : ବ୍ରହ୍ମପୁରର ଗୁରୁତର ବିଜେଡ଼ି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗୁରୁବାର  ମୃତ୍ୟୁ ହୋଇଛି। ଗତ ୧୪ରେ ଏସସିବିରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ପୁଅର ଗିରଫଦାରୀକୁ ବିରୋଧ କରି ମୀନାକ୍ଷୀ ବ୍ରହ୍ମପୁର ଏସପି କାର୍ଯ୍ୟାଳୟ ସମ୍ମୁଖରେ କିରାସିନି ଢାଳି ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ି ଯାଇଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ବ୍ରହ୍ମପୁର ଏମକେସିଜି ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କୁ କଟକ ସ୍ଥାନାନ୍ତାର କରାଯାଇଥିଲା। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories