www.samajalive.in
Sunday, December 7, 2025
18.1 C
Bhubaneswar

ଲିଙ୍ଗରାଜ ମନ୍ଦିରରେ ମହାଦୀପ ଉଠିଲା

ଭୁବନେଶ୍ବର : ପବିତ୍ର ମହାଶିବରାତ୍ରି ଅବସରରେ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ମହାଦୀପ ଉଠିଲା। ସଅଳ ନୀତିକାନ୍ତି ଶେଷ ହେବା ପରେ ମହାଦୀପ ଉଠିଥିଲା।  ନିର୍ଦ୍ଧାରିତ ସମୟର ୧୫ ମିନିଟ ପୂର୍ବରୁ ମହାଦୀପ ଉଠିଲା। ଏହି ସମୟରେ ଜୟ ଶ୍ରୀ ଲିଙ୍ଗରାଜ ଧ୍ବନୀରେ ପ୍ରକମ୍ପିତ ହୋଇ ଉଠିଲା ଏକାମ୍ର କ୍ଷେତ୍ର। ମହାଦୀପ ଉଠିବା ସହିତ ଆତଶବାଜୀ ପ୍ରଦର୍ଶନ ଏକ ନିଆରା ପରିବେଶ ସୃଷ୍ଟି କରିଥିଲା।

ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଶୁକ୍ରବାର ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଜାଗରଯାତ୍ରା ଅନୁଷ୍ଠିତ ହୋଇଛି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories