www.samajalive.in
Tuesday, December 9, 2025
16.1 C
Bhubaneswar

ଦୁର୍ଘଟଣାରେ ଆହତ ବୃଦ୍ଧାଙ୍କୁ ଉଦ୍ଧାରକଲେ ଥାନା ଅଧିକାରୀ

କଳାବାଡ଼ିଆ : ମୟୁରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜଗନ୍ନାଥଃଖୁଣ୍ଟା ନିକଟରେ ଶନିବାର ଏକ ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧା ମୁମୂର୍ଷୁ ଅବସ୍ଥାରେ ରାସ୍ତା କଡରେ ଛଟପଟ ହେଉଥିଲେ। ଏହି ସମୟରେ ଦୈନିକ ‘ସମାଜ’ ଖବର କାଗଜର ପ୍ରତିନିଧି ପ୍ରଦୀପ୍ତ ହୋତା ଘଟଣାସ୍ଥଳରେ ପହଞ୍ଚି ବୃଦ୍ଧାଙ୍କୁ ଉଦ୍ଧାର କରିବାସହ ବାଙ୍ଗିରିପୋଷି ଥାନାକୁ ଖବର ଦେଇଥିଲେ। ଥାନା ଅଧିକାରୀ ଶ୍ରୀ ଦୟାନିଧି ଦାସ ଘଟଣା ସ୍ଥଳରେ ପହଞ୍ଚି ବୃଦ୍ଧାଙ୍କୁ ପୁଲିସ ଗାଡିରେ ଆଣି କୁଳିଅଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚାଇ ପ୍ରାଥମିକ ଚିକତ୍ସା କରାଇଥିଲେ।  ଥାନା ଅଧିକାରୀଙ୍କ ଏହି ମହତ କାର୍ଯ୍ୟକୁ ସର୍ବସାଧାରଣରେ ପ୍ରଶଂସା କରାଯାଉଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories