www.samajalive.in
Saturday, December 6, 2025
17.1 C
Bhubaneswar

ମୋଟେରା ଷ୍ଟାଡିୟମ୍ ରେ ମୋଦୀ ଓ ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିୟା ସୋମବାର ଦୁଇ ଦିନିଆ ଭାରତ ଗସ୍ତରେ ଆସି ବର୍ତ୍ତମାନ ଅହମଦାବାଦସ୍ଥିତ ମୋଟେରା ଷ୍ଟାଡିୟମ୍ ରେ ପହଞ୍ଚିଛନ୍ତି। ଏହି ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଟ୍ରମ୍ପ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମର ଆରମ୍ଭ କରିଥିଲେ। ମୋଦୀ ନିଜ ଅଭିଭାଷଣରେ କହିଥିଲେ ଯେ, ଟ୍ରମ୍ପଙ୍କ ଭାରତଗସ୍ତ ଦୁଇ ଦେଶ ମଧ୍ୟରେ ମଧୁର ସମ୍ପର୍କ ସ୍ଥାପନା ହେବ। ୫ ମାସ ତଳେ ମୁଁ ‘ହାଓଡି ମୋଦୀ’ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆମେରିକା ଯାଇଥିଲି ଏବଂ ଆଜି ମୋର ବନ୍ଧୁ ରାଷ୍ଟ୍ରପତି ଟ୍ରମ୍ପ୍‌ ‘ନମସ୍ତେ ଟ୍ରମ୍ପ୍‌’ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଅହମଦାବାଦ ଆସିଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories