www.samajalive.in
Sunday, December 7, 2025
26.1 C
Bhubaneswar

ଟ୍ରମ୍ପଙ୍କୁ ଗାନ୍ଧିଜୀଙ୍କ ‘ତିନି ମାଙ୍କଡ଼’ ପ୍ରତିମୂର୍ତ୍ତି ଉପହାର

ଅହମଦାବାଦ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଭାରତ ଗସ୍ତରେ ଆସି ଗୁଜରାଟର ଅହମଦାବାଦରେ ଥିବା ସାବରମତି ଆଶ୍ରମ ବୁଲିବାକୁ ଯାଇଥିଲେ, ଯେଉଁଠାରୁ ଗାନ୍ଧିଜୀ ତାଙ୍କର ଲବଣ ସତ୍ୟାଗ୍ରହ ଆରମ୍ଭ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ରମ୍ପଙ୍କୁ ଉପହାର ସ୍ବରୂପ ଗାନ୍ଧିଜୀଙ୍କ ତିନି ବୁଦ୍ଧିଆ ମାଙ୍କଡ଼ଙ୍କ ଏକ ମାର୍ବଲ ପ୍ରତିମୂର୍ତ୍ତି ପ୍ରଦାନ କରିଥିଲେ। ଟ୍ରମ୍ପ ମଧ୍ୟ ଉପହାରକୁ ସାଦରରେ ଗ୍ରହଣ କରିଥିଲେ। ମୋଦୀ ଟ୍ରମ୍ପଙ୍କୁ ଗାନ୍ଧିଜୀଙ୍କ ‘ତିନି ମାଙ୍କଡ଼’ଙ୍କ ବୁଝାଇଥିଲେ।

ଟ୍ରମ୍ପ ଏବଂ ମେଲାନିଆ ପୂର୍ବାହ୍ନ ୧୧ଟା ୩୭ରେ ଅହମଦାବାଦରେ ପହଞ୍ଚିବା ପରେ ସେଠାରୁ ସାବରମତି ଆଶ୍ରମ ଯାଇଥିଲେ। ଆଶ୍ରମ ବୁଲି ସାରିବା ପରେ ସେମାନେ ରୋଡ୍‌ ଶୋ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ମୋଟେରା ଷ୍ଟାଡିୟମକୁ ଯାଇଥିଲେ।

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories