www.samajalive.in
Sunday, December 14, 2025
26.1 C
Bhubaneswar

ଖେଲୋ ଇଣ୍ଡିଆ ବିଶ୍ବବିଦ୍ୟାଳୟ କ୍ରୀଡ଼ା : ଓଡ଼ିଶା ପଦକ ସଂଖ୍ୟା ୯ରେ ପହଞ୍ଚିଲା

ଭୁବନେଶ୍ବର  : ଖେଲୋ ଇଣ୍ଡିଆ ବିଶ୍ବବିଦ୍ୟାଳୟ କ୍ରୀଡ଼ାର ଅଷ୍ଟମ ଦିବସ ଖେଳ ଶେଷ ସୁଦ୍ଧା ଓଡ଼ିଶା ପ୍ରତିଯୋଗୀଙ୍କ ପଦକ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ଶୁକ୍ରବାର ସମ୍ବଲପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ବ କରିଥିବା ମନୀଷା ମେରେଲ ଲମ୍ବଡ଼ିଅାଁରେ ସ୍ବର୍ଣ୍ଣ, ସମ୍ବଲପୁର ମହିଳା ହକି ଦଳ ରୌପ୍ୟ, କିଟ୍‌ ବିଶ୍ବବିଦ୍ୟାଳୟ ମହିଳା ରଗ୍‌ବୀ ଦଳ ସ୍ବର୍ଣ୍ଣ, ପୁରୁଷ ରଗ୍‌ବୀ ଦଳ ବ୍ରୋଞ୍ଜ ପଦକ ବିଜୟୀ ହୋଇଛନ୍ତି। ଗୁରୁବାର ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ମନୋଜ କୁମାର ସାହୁ ଭାରୋତ୍ତୋଳନରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିଲେ। ବୁଧବାର ଦଳଗତ ପୁରୁଷ ରିକର୍ଭ ରାଉଣ୍ଡରେ ରଞ୍ଜିତ ନାୟକ, ଶ୍ରବଣ ମାଡାଙ୍ଗୀ ଓ ସୂର୍ୟ୍ୟକାନ୍ତ ମାଝି ସ୍ବର୍ଣ୍ଣ, ବ୍ୟକ୍ତିଗତ ବିଭାଗରେ ରଞ୍ଜିତ ନାୟକ ରୌପ୍ୟ ଓ ଭାରୋତ୍ତୋଳନରେ କାମ୍ବେଶ୍ବର ମଲ୍ଲିକ ବ୍ରୋଞ୍ଜ ଓ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ପ୍ରମିଳା କିର୍ଷାନୀ ମହିଳା ଭାରୋତ୍ତୋଳନରେ ରୌପ୍ୟ ପଦକ ବିଜୟୀ ହୋଇଥିଲେ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories