www.samajalive.in
Sunday, December 14, 2025
17.1 C
Bhubaneswar

ରାସ୍ତାରେ ଶିଶୁପୁତ୍ରକୁ ଜନ୍ମ ଦେଲେ ମାନସିକ ବିକାରଗ୍ରସ୍ତ ମହିଳା

ଭଦ୍ରକ: ମାନସିକ ବିକାରଗ୍ରସ୍ତ ଜଣେ ମହିଳା ରାଜ ରାସ୍ତାରେ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି। ଭଦ୍ରକ ବନ୍ତ ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ଏହି ଖବର ଜଣାପଡିବା ପରେ କିଛି ସାମାଜିକ ସଙ୍ଗଠନର ବ୍ୟକ୍ତି ବିଶେଷ  ଉଭୟ ମା’ ଓ ଶିଶୁକୁ ଏକ ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତ୍ତି କରିଛନ୍ତି। ସେଠାରେ ଉଭୟ ସୁସ୍ଥ ଥିବା ଜଣାପଡ଼ିଛି।

ମିଳିଥିବା ଖବର ଅନୁଯାୟୀ, ବିକୃତ ମସ୍ତିଷ୍କ ହୋଇଥିବାରୁ ମହିଳା ଜଣଙ୍କ ସହରର ବିଭିନ୍ନ ସ୍ଥାନରେ ଘୁରି ବୁଲିଥାନ୍ତି। ଏଭଳି ଅସହାୟତା ପରିସ୍ଥିତିର ସୁଯୋଗ ନେଇ କେହି ଦୁବୃର୍ତ୍ତ ମହିଳା ଜଣଙ୍କୁ ଦୁଷ୍କର୍ମ କରିଥିବାରୁ ସେ ଗର୍ଭବତୀ ହୋଇଥିଲେ ବୋଲି ଅନୁମାନ କରାଯାଉଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories