www.samajalive.in
Monday, December 15, 2025
14.1 C
Bhubaneswar

ଖେଲୋ ଇଣ୍ଡିଆ : ୧୦୦ ମିଟର ଦୌଡ଼ରେ ଦୂତିଙ୍କୁ ସ୍ୱର୍ଣ୍ଣ

ଭୁବନେଶ୍ୱର : ଓଡ଼ିଶାରେ ଅନୁଷ୍ଠିତ ହେଉଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ଓଡ଼ିଶାର ଦୌଡ଼ରାଣୀ ଦୂତି ଚାନ୍ଦ ଶନିବାର ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ସେ ମାତ୍ର ୧୧.୪୯ ସେକେଣ୍ଡରେ ଏହି ଦୂରତ୍ୱ ଅତିକ୍ରମ କରିଛନ୍ତି। ଏହାଦ୍ବାରା ସେ ଏକ ନୂଆ ବିଶ୍ୱବିଦ୍ୟାଳୟସ୍ତରୀୟ ରେକର୍ଡ ସୃଷ୍ଟି କରିଛନ୍ତି ।

ଗତ ୨୨ ତାରିଖରୁ ଆରମ୍ଭ ହୋଇଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଆସନ୍ତା କାଲି ଅର୍ଥାତ ରବିବାରଦିନ ଉଦଯାପିତ ହେବ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories