www.samajalive.in
Saturday, December 6, 2025
16.1 C
Bhubaneswar

ଖେଲୋ ଇଣ୍ଡିଆ ବିଶ୍ବବିଦ୍ୟାଳୟ କ୍ରୀଡ଼ା​ : ଆଜି କିଟ୍‌ରେ ଉଦ୍‌ଯାପନ ଉତ୍ସବ

ଭୁବନେଶ୍ବର : ଖେଲୋ ଇଣ୍ଡିଆ ବିଶ୍ବବିଦ୍ୟାଳୟ କ୍ରୀଡ଼ା​ରେ ଆଜି ‌ଯବନିକା ପଡ଼ିବ। ଭାରତୀୟ କ୍ରୀଡ଼ା ମନ୍ତ୍ରାଳୟ, ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ), ଓଡ଼ିଶା ସରକାର ଓ କି୍‌ଟ ବିଶ୍ବବିଦ୍ୟାଳୟ ଆନୁକୂଲ୍ୟରେ ଚାଲିଥିବା ଏହି ପ୍ରତିଯୋଗିତାର ଉଦ୍‌ଯାପନୀ ଉତ୍ସବ ରବିବାର କିଟ୍‌ ବିଶ୍ବବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ପ୍ରତିଯୋଗିତାର ଉଦ୍‌ଘାଟନୀ ଉତ୍ସବ ଗତ ୨୨ରେ କଟକର ଜବାହରଲାଲ ନେହରୁ ଇନ୍‌ଡୋର ଷ୍ଟାଡ଼ିୟମରେ ଆୟୋଜିତ ହୋଇଥିଲା।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories