www.samajalive.in
Sunday, December 14, 2025
23.1 C
Bhubaneswar

ଏପ୍ରିଲ ୧ରୁ ଦେଶରେ ଜନଗଣନା ପ୍ରକ୍ରିୟା ଆରମ୍ଭ ; ଏଥର ହେବ ଗୃହ ତାଲିକା

ନୂଆଦିଲ୍ଲୀ: ଆସନ୍ତା ଏପ୍ରିଲ ୧ ତାରିଖରୁ ଦେଶରେ ଜନଗଣନା ପ୍ରକ୍ରିୟା ଆରମ୍ଭ ହେବ। ଚଳିତ ଥର ଜନଗଣନାରେ ଗୃହ ତାଲିକା ସାମିଲ ରହିବ। ଘରର ସଦସ୍ୟଙ୍କ ସହ ଦେଶର ବିଭିନ୍ନ ସ୍ଥାନରେ ଥିବା ଘର ଗୁଡିକର ମଧ୍ୟ ଗଣନା କରାଯିବ। ଏସମ୍ପର୍କରେ ରେଜିଷ୍ଟ୍ରାର ଜେନେରାଲଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ଜାରି କରାଯାଇଛି।

ବିଜ୍ଞପ୍ତି ଅନୁଯାୟୀ, ‘ଜନଗଣନା ଅଧିନିୟମ, ୧୯୯୦ ର ଧାରା ୬ଏ ସହିତ ପଢା ଯାଇଥିବା ଜନଗଣନା ଅଧିନିୟମ, ୧୯୪୮ ର ଧାରା ୩ଏ ଏବଂ ଧାରା ୧୭ଏ ଦ୍ବାରା ପ୍ରଦାନ କରାଯାଇଥିବା କ୍ଷମତା ଅଧାରରେ କେନ୍ଦ୍ର ସରକାର ଏହି ଘୋଷଣା କରିଛନ୍ତି। ୨୦୨୧ ଜନଗଣନାରେ ମଧ୍ୟ ଗୃହ ତାଲିକା ସାମିଲ ରହିବ। ସାରା ଦେଶରେ ଆସନ୍ତା ଏପ୍ରିଲ ୧ ରୁ ସେପ୍ଟେମ୍ବର ୩୦ ପର୍ୟ୍ୟନ୍ତ ଏହି ପ୍ରକ୍ରିୟା ଚାଲିବ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories