www.samajalive.in
Sunday, December 7, 2025
26.1 C
Bhubaneswar

ଲାଞ୍ଜିଗଡ଼ରେ ଝାଡ଼ାବାନ୍ତି; ୩୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ଜଣେ ମୃତ

ଲାଞ୍ଜିଗଡ଼: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସ୍ଥିତ ଛତ୍ରପୁର ପଞ୍ଚାୟତର ଟାଙ୍ଗକଣା ଗାଁ’ରେ ୧୫ ଦିନହେଲା ଝାଡ଼ାବାନ୍ତି ବ୍ୟାପିଛି। ଏଥିରେ ୩୦ରୁ ଅଧିକ ଲୋକ ଆକ୍ରାନ୍ତ ଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ସୋମବାର ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ସୀତା ମାଝୀ। ଏହା ସହିତ ୩ ଜଣ- ରୀନା ମୀଝୀ, ପୁରୁଷୋତ୍ତମ ମାଝୀ ଓ ଟିଲତମା ମାଝୀଙ୍କ ଅବସ୍ଥା ଗୁରୁତର ରହିଛି। ଏମାନଙ୍କ ବ୍ୟତୀତ ଆହୁରି ଅନେକ ଲୋକ ଏହି ରୋଗରେ ଆକ୍ରାନ୍ତ ଅଛନ୍ତି। ଜଣଙ୍କର ମୃତ୍ୟୁ ପରେ ଖବର ପାଇ ଲାଞ୍ଜିଗଡ଼ ସ୍ୱାସ୍ଥ୍ୟକେନ୍ଦ୍ରରୁ ଡାକ୍ତର ଆସି ରୋଗୀଙ୍କୁ ଔଷଧ ଦେଇଥିଲେ। ବର୍ତ୍ତମାନ ମଧ୍ୟ ଗାଁରେ ପରିସ୍ଥିତି ଉଦ୍‌ବେଗଜନକ ରହିଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories