www.samajalive.in
Saturday, December 13, 2025
26.1 C
Bhubaneswar

ଆନ୍ଧ୍ରକୁ ଚୋରା ଚାଲାଣ ବେଳେ ଗାଡ଼ି ସହ ୫ ମଇଁଷି ଜବତ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇଠାରୁ ଆନ୍ଧ୍ରପ୍ରଦେଶର ପାର୍ବତୀପୂରମ ସହରକୁ ଚୋରା ଚାଲାଣ କରାଯାଉଥିବା ୫ ମଇଁଷିଙ୍କୁ ଗୁରୁବାର ଉଦ୍ଧାର କରାଯାଇଛି। ପୁଲିସ କଲ୍ୟାଣସିଂହପୁର ଅଞ୍ଚଳରେ ଚଢ଼ାଉ କରି ଏକ ପିକ୍‌ଅପ ଭ୍ୟାନ(ଓଡି ୧୮ ସି ୭୭୭୪)କୁ ଜବତ କରିବା ସହିତ ମଇଁଷିଙ୍କୁ ଉଦ୍ଧାର କରିଛି। ପୁଲିସ ପିକ୍‌ଅପ ଭ୍ୟାନର ଡ୍ରାଇଭର ଏବଂ ମଇଁଷିଙ୍କୁ ନେଇ ଯାଉଥିବା ବ୍ୟକ୍ତିଙ୍କୁ ପୁଲିସ ଥାନାକୁ ଆଣି ଅଟକ ରଖି ପଚରାଉଚରା କରୁଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories