www.samajalive.in
Saturday, December 13, 2025
26.1 C
Bhubaneswar

ଭୁବନେଶ୍ଵରରେ ବିଜୁ ପଟ୍ଟନାୟକ ମିନି ମାରାଥନ

ଭୁବନେଶ୍ଵର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉତ୍ସବ। ଏହି ଅବସରରେ ଗୁରୁବାର ସକାଳେ ଭୁବନେଶ୍ଵରରେ ବିଜୁ ବାବୁଙ୍କ ଉଦ୍ଦେଶ୍ୟରେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ଵରସ୍ଥିତ ବିଜୁ ପଟ୍ଟନାୟକ ପାର୍କଠାରୁ ଗଣଦୌଡ଼ ଆରମ୍ଭ ହୋଇ କଳିଙ୍ଗ ଷ୍ଟାଡିୟମଠାରେ ପହଞ୍ଚିଥିଲା।

- Advertisement -

କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ଏବଂ କ୍ରୀଡ଼ା ସଚିବ ବିଶାଲ ଦେବ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ। ଗଣଦୌଡ଼ ଷ୍ଟାଡିୟମରେ ପହଞ୍ଚିବା ପରେ ସେଠାରେ ଏକ ସଭାର ଆୟୋଜନ କରାଯାଇଥିଲା। ଏହି ମିନି ମାରାଥନରେ ହଜାର ହଜାର ସଂଖ୍ୟାରେ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ। ଅନେକ ଦିବ୍ୟାଙ୍ଗ ମଧ୍ୟରେ ଏଥିରେ ଅଂଶଗ୍ରହଣ କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories