www.samajalive.in
Monday, December 8, 2025
24.1 C
Bhubaneswar

ଝରକା ତାଡ଼ି ନେଇଗଲେ ୫ ଲକ୍ଷ ଟଙ୍କା, ୧୦ ଭରି ସୁନା

ବଲାଙ୍ଗୀର: ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ସାଲେପଡ଼ା ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କ ଘରର ଝରକା ତାଡ଼ି ୫ ଲକ୍ଷ ଟଙ୍କା ଏବଂ ୧୦ ଭରି ଓଜନର ସୁନାଗହଣା ଲୁଟି ନେଇଛନ୍ତି। ଏ ସମ୍ପର୍କରେ ଘର ମାଲିକ ଥାନାରେ ଅଭିଯୋଗ କରିବା ପରେ ପୁଲିସ ସାଇଣ୍ଟିଫିକ୍‌ ଟିମ୍‌ ସହିତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories