www.samajalive.in
Saturday, December 6, 2025
26.1 C
Bhubaneswar

ବକ୍ସ ଅଫିସରେ ରେକର୍ଡ଼ କଲା ‘ବାଗୀ-୩’

ମୁମ୍ବଇ: ବଲିଉଡ଼ ଅଭିନେତା ଟାଇଗର ଶ୍ରଫ୍‍ ଓ ଅଭିନେତ୍ରୀ ଶ୍ରଦ୍ଧା କପୁର ଅଭିନୀତ ଚଳଚ୍ଚିତ୍ର ‘ବାଗୀ-୩’ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ ଜାରି ରଖିଛି। ଆୟ ଭିତ୍ତିରେ ଚଳଚ୍ଚିତ୍ର ଅନେକ ରେକର୍ଡ଼ ସୃଷ୍ଟି କରିଛି। କରୋନା ଭୟ, ହୋଲି ପୂର୍ବର ବକ୍ସ ଅଫିସ ମାନ୍ଦାବସ୍ଥା ଓ ପିଲାଙ୍କ ପରୀକ୍ଷା ସମୟ ହୋଇଥିବା ସତ୍ତ୍ବେ ପ୍ରଥମ ଦିନରେ ଚଳଚ୍ଚିତ୍ର ୧୭ କୋଟି ୫୦ ଲକ୍ଷ ଟଙ୍କାର ବ୍ୟବସାୟ କରିଛି। ଟ୍ରେଡ଼୍‍ ଆନାଲିଷ୍ଟ ତରଣ ଆଦର୍ଶ ଚଳଚ୍ଚିତ୍ରର ଆୟ ସମ୍ବନ୍ଧୀୟ ସୂଚନା ପ୍ରଦାନ କରିଛନ୍ତି। ‘ବାଗୀ-୩’ ଚଳିତ ବର୍ଷର ବର୍ତ୍ତମାନ ସୁଦ୍ଧା ପ୍ରଥମ ଦିନରେ ସବୁଠାରୁ ଅଧିକ ଆୟ କରିଥିବା ଚଳଚ୍ଚିତ୍ର ପାଲଟିଛି।

ଉଲ୍ଲେଖଯୋଗ୍ୟ, ଅହମଦ ଖାନଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ଟାଇଗର ଓ ଶ୍ରଦ୍ଧାଙ୍କ ବ୍ୟତୀତ ରିତେଶ ଦେଶମୁଖ ଓ ଅଙ୍କିତା ଲୋଖଣ୍ଡେ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories