www.samajalive.in
Wednesday, December 10, 2025
16.1 C
Bhubaneswar

ଲେହଠାରେ ଅନୁଷ୍ଠିତ ହେବ ଆନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ :  ଚଳିତବର୍ଷ ଆନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ ଲଦାଖର ରାଜଧାନୀ ଲେହଠାରେ ଅନୁଷ୍ଠିତ ହେବ। ପ୍ରତିବର୍ଷ ଜୁନ୍‍ ମାସ ୨୧ ତାରିଖରେ ପାଳିତ ହେଉଥିବା ଆନ୍ତର୍ଜାତିୟ ଯୋଗ ଦିବସରେ ଚଳିତବର୍ଷ ଲେହଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ନୂଆଦିଲ୍ଲୀଠାରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ଆୟୁଷ ମନ୍ତ୍ରୀ ଶ୍ରୀପଦ ୟେଶୋ ନାଏକ କହିଛନ୍ତି ଏହି କାର୍ଯ୍ୟକ୍ରମ ଭିନ୍ନ ଓ ଅଦ୍ୱିତୀୟ ହେବ।

Hot this week

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

Related Articles

Popular Categories