www.samajalive.in
Wednesday, December 10, 2025
18.1 C
Bhubaneswar

ଯାଜପୁର: କରୋନା ଭାଇରାସର ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବୈଠକ

ଯାଜପୁର: ଯାଜପୁରରେ କରୋନା ଭାଇରାସର ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର,ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀଙ୍କ ସମେତ ବିଭିନ୍ନ ଲାଇନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ । କରୋନା ଭାଇରସକୁ ନ ଡରି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଥିଲା । ବିଶେଷ କରି ପରିସ୍କାର ପରିଚ୍ଛନ୍ନ ଉପରେ ଗୁରୁତ୍ୱ ଦେବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories