www.samajalive.in
Monday, December 8, 2025
27.1 C
Bhubaneswar

କରୋନା​‌ ମୁକାବିଲା : ସାର୍କ ରାଷ୍ଟ୍ର ମୁଖ୍ୟମାନଙ୍କ ସହ ଆଲୋଚନା କରିବେ ମୋଦୀ

ନୂଆଦିଲ୍ଳୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ-୧୯ ବା କରୋନା​‌ ଭୂତାଣୁ ବିରୁଦ୍ଧରେ ଲଢ଼େଇ କରିବା ଲାଗି ଏକ ସମ୍ମିଳିତ ରଣନୀତି ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ରବିବାର ସନ୍ଧ୍ୟା ୫ଟାରେ ଭିଡ଼ିଓ କନ୍‍ଫରେନ୍ସିଂ ଜରିଆରେ ସାର୍କ ସଦସ୍ୟ ରାଷ୍ଟ୍ର ମୁଖ୍ୟମାନଙ୍କ ସହିତ ଆଲୋଚନାରେ ଭାରତର ନେତୃତ୍ୱ କରିବେ। ଗତ ଶୁକ୍ରବାର ଦିନ ଶ୍ରୀ ମୋଦି ସାର୍କ ସଦସ୍ୟ ରାଷ୍ଟ୍ର ନେତୃବୃନ୍ଦଙ୍କ ସହ ଏଭଳି ଏକ ଆଲୋଚନା ଲାଗି ଇଚ୍ଛାବ୍ୟକ୍ତ କରିଥିଲେ। ଏ ସଂପର୍କରେ ଅନେକଗୁଡ଼ିଏ ଟ୍ୱିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଭିଡ଼ିଓ କନ୍‍ଫରେନ୍ସିଂ ଜରିଆରେ ଏହି ପ୍ରସଙ୍ଗ ଉପରେ ଆଲୋଚନା କରିବା ଲାଗି ପ୍ରସ୍ତାବ ଦେଇଥିଲେ।

Image Source : The financial express

ପୃଥିବୀର ଅନ୍ୟତମ ଜନବହୁଳ ଦକ୍ଷିଣ ଏସିଆ ଏବଂ ସମଗ୍ର ବିଶ୍ୱରେ ଜନସାଧାରଣଙ୍କ ସ୍ୱାସ୍ଥ୍ୟର ସୁରକ୍ଷାକୁ ସୁନିଶ୍ଚିତ କରିବା ଦିଗରେ ଏହି ପଦକ୍ଷେପ ଏକ ଉଦାହରଣ ସୃଷ୍ଟି କରିବ ବୋଲି ଶ୍ରୀ ମୋଦି ଆଶା ପ୍ରକାଶ କରିଛନ୍ତି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories