www.samajalive.in
Saturday, December 13, 2025
27.1 C
Bhubaneswar

କରୋନା ଅପଡେଟ୍ : ସଂକ୍ରମିତଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଲା

ନୂଆଦିଲ୍ଳୀ : ଦେଶରେ ଆଉ ୨୩ଟି ସାନି କୋଭିଡ଼୍‍-୧୯ ମାମଲା ସାମ୍‍ନାକୁ ଆସିବା ପରେ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଛି। ଏହି ୨୩ଟି ନୂଆ ମାମଲା ମଧ୍ୟରେ ମହାରାଷ୍ଟ୍ରରେ ୧୮ ଜଣ, କେରଳରୁ ୩, ତେଲଙ୍ଗାନାରୁ ୨ ଏବଂ ରାଜସ୍ଥାନରୁ ଜଣେ ବ୍ୟକ୍ତି ଅଛନ୍ତି। ଏପର୍ଯ୍ୟନ୍ତ ୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଥିବାବେଳେ ୨ ଜଣଙ୍କର ମୃତ୍ୟୁ ଘଟିଛି।

ରବିବାର ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସ୍ୱତନ୍ତ୍ର ସଚିବ ସଞ୍ଜୀବ କୁମାର କହିଛନ୍ତି, ସରକାର କରୋନା ଭୂତାଣୁ ସଂକ୍ରମଣର ପ୍ରଥମ ଓ ଦ୍ୱିତୀୟ ଯାଞ୍ଚ୍‍କୁ ଭାରତୀୟ ନାଗରିକମାନଙ୍କ ପାଇଁ ନିଃଶୁଳ୍କ କରିଛନ୍ତି। କରୋନା ଭୂତାଣୁ ସଂକ୍ରମଣ ସଂକ୍ରାନ୍ତରେ ସହାୟତା ପାଇଁ ନୂଆଦିଲ୍ଲୀର ଏମ୍‍ସ୍‍ଠାରେ ଏକ ୨୪ ଘଣ୍ଟିଆ ହେଲ୍‍ପ ଲାଇନ୍‍ ଖୋଲାଯାଇଛି। ଜନସାଧାରଣ ୯୯୭୧୮୭୬୫୯୧ ନମ୍ବରକୁ ଫୋନ୍‍ କରି ଏଠାରେ ଉପସ୍ଥିତ ଡାକ୍ତରଙ୍କ ପରାମର୍ଶ ନେଇପାରିବେ।

Hot this week

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

Related Articles

Popular Categories