www.samajalive.in
Saturday, December 6, 2025
26.1 C
Bhubaneswar

ଭୁବନେଶ୍ଵର ଓ କଟକରେ ୩୧ ଯାଏ ସବୁ ଶପିଂ ମଲ୍‌ ବନ୍ଦ ନିର୍ଦେଶ

ଭୁବନେଶ୍ଵର: ଭୟଙ୍କର କରୋନା ଭୂତାଣୁ ଓଡ଼ିଶାରେ ପହଞ୍ଚିଛି। ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ହୋଇପଡ଼ିଛନ୍ତି। ପୂର୍ବରୁ ସରକାର ଆସନ୍ତା ୩୧ ତାରିଖ ଯାଏ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିର୍ଦେଶ ଦେଇଥିବାବେଳେ ଟ୍ବିନ୍‌ ସିଟି କଟକ ଓ ଭୁବନେଶ୍ଵରରେ ସମସ୍ତ ଶପିଂ ମଲକୁ ବନ୍ଦ ରଖିବାକୁ କମିଶନରେଟ ପୁଲିସ ନିର୍ଦେଶ ଜାରି କରିଛି। ସୋମବାରଠାରୁ ଆସନ୍ତା ୩୧ ତାରିଖ ଯାଏ ସବୁ ମଲ୍‌ ବନ୍ଦ ରଖିବାକୁ ନିର୍ଦେଶ ଦିଆଯାଇଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories