www.samajalive.in
Monday, December 8, 2025
27.1 C
Bhubaneswar

୫ ପ୍ରତିଶତ ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର ଆଣିଛନ୍ତି ସରକାର। ମଙ୍ଗଳବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୫ ପ୍ରତିଶତ ବୃଦ୍ଧି କରିଛନ୍ତି ସରକାର। ଏନେଇ ଅର୍ଥ ବିଭାଗ ପକ୍ଷରୁ ଏକ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୨୦୧୯ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ପୂର୍ବରୁ ୨୦୨୦ ଜାନୁଆରି ୧ରୁ ପିଛିଲା ଭାବେ ଲାଗୁ ହେବା ନେଇ ନିଷ୍ପତ୍ତି ହୋଇଥିଲା। ମହଙ୍ଗା ଭତ୍ତା ପୂର୍ବରୁ ୧୨ ପ୍ରତିଶତ ରହିଥିଲା। ବର୍ତ୍ତମାନ ଏହାକୁ ୫ ପ୍ରତିଶତ ବୃଦ୍ଧି କରାଯାଇ ୧୭ ପ୍ରତିଶତ କରାଯାଇଛି।

୨୦୧୬ ଜାନୁଆରି ୧ରୁ ସପ୍ତମ ବେତନ କମିସନ୍‌ ଲାଗୁ ହେବା ପରେ କର୍ମଚାରୀମାନଙ୍କୁ ବକେୟା ଦରମାର ୧୦% ଦିଆଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଥିଲେ। ଏହି ଘୋଷଣା ପରେ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇ ପିଛିଲା ଭାବେ ଲାଗୁ କରାଯାଇଛି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories